Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:40 - ପବିତ୍ର ବାଇବଲ

40 ଆଶେର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

40 ଆଶେର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Faic an caibideil Dèan lethbhreac

ଓଡିଆ ବାଇବେଲ

40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Faic an caibideil Dèan lethbhreac




ଗଣନା ପୁସ୍ତକ 1:40
6 Iomraidhean Croise  

ଯୋଷେଫଙ୍କର ଦୁଇଟି ପୁତ୍ର ମିଶରରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହିପରି ଭାବରେ ମୋଟ ସତୁରି ଜଣ ଯାକୁବଙ୍କ ପରିବାର ମିଶରରେ ବାସ କରୁଥିଲେ।


“ଆଶେର ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ। ସେ ରାଜାଙ୍କୁ ରାଜକୀୟ ଭକ୍ଷ୍ୟ ଯୋଗାଇବ।


ଦାନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 62,700


ଆଶେର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 41,500


Lean sinn:

Sanasan


Sanasan