Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 10:16 - ପବିତ୍ର ବାଇବଲ

16 ତା'ପରେ ସବୂଲୂନ ସନ୍ତାନଗଣର ବଂଶ ଯାତ୍ରାକଲେ ଓ ହେଲୋ‌ନ୍‌ର ପୁତ୍ର ଇଲୀୟାବ୍ ତାଙ୍କର ଅଧ୍ୟକ୍ଷ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 10:16
4 Iomraidhean Croise  

ସବୁଲୂନ ପରିବାରବର୍ଗର, ହେଲୋନର ପୁତ୍ର ଇଲୀୟାବ।


ଆଉ ସୂୟାରର ପୁତ୍ର ନଥନେଲ ଇଷାଖର ଗୋଷ୍ଠୀର ସେନାଧ୍ୟକ୍ଷ ଥିଲେ।


ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।


Lean sinn:

Sanasan


Sanasan