ଗଣନା ପୁସ୍ତକ 10:6 - ପବିତ୍ର ବାଇବଲ6 ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। Faic an caibideilଓଡିଆ ବାଇବେଲ6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। Faic an caibideil |