ଗଣନା ପୁସ୍ତକ 12:8 - ପବିତ୍ର ବାଇବଲ8 ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?” Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ? Faic an caibideilଓଡିଆ ବାଇବେଲ8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?” Faic an caibideil |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।