ଗଣନା ପୁସ୍ତକ 13:1 - ପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideil |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।