Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 13:11 - ପବିତ୍ର ବାଇବଲ

11 ଯୋଷେଫ ଗୋଷ୍ଠୀବର୍ଗ ସୂଷିର ପୁତ୍ର ଗଦ୍ଦି ମନଃଶି ଗୋଷ୍ଠୀର ଅଟେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯୋଷେଫ-ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;

Faic an caibideil Dèan lethbhreac




ଗଣନା ପୁସ୍ତକ 13:11
4 Iomraidhean Croise  

ତେଣୁ ଇସ୍ରାଏଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ, “ଯେତେବେଳେ ଇସ୍ରାଏଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ ସେମାନେ ତୁମ୍ଭର ନାମ ନେବେ। ସେମାନେ କହିବେ, ‘ଇଫ୍ରୟିମ ଓ ମନଃଶି ପରି ପରମେଶ୍ୱର ତୁମ୍ଭଙ୍କୁ କରନ୍ତୁ।’” ଏହି ପ୍ରକାରରେ ଇସ୍ରାଏଲ ମନଃଶିଠାରୁ ଇଫ୍ରୟିମଙ୍କୁ ମହାନ କଲେ।


ସବୁଲୂନ ଗୋଷ୍ଠୀବର୍ଗ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ।


ଦାନ ଗୋଷ୍ଠୀବର୍ଗ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ।


ଉମ୍ମା, ଅଫେକ୍ ଓ ରହୋବ ଏହିପରି ଗ୍ରାମ ସମେତ ବାଇଶିଟି ନଗର ଥିଲା।


Lean sinn:

Sanasan


Sanasan