Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 15:41 - ପବିତ୍ର ବାଇବଲ

41 ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ମୁଁ ତୁମ୍ଭମାନଙ୍କର ପରମେଶ୍ୱର ହେବାକୁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

41 ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁ ଅଟୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”

Faic an caibideil Dèan lethbhreac




ଗଣନା ପୁସ୍ତକ 15:41
11 Iomraidhean Croise  

ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ। ପରମେଶ୍ୱରଙ୍କର ପ୍ରଶଂସା କର!


ତୁମ୍ଭେମାନେ ଆମ୍ଭର ଲୋକ ହେବ। ଏବଂ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା। ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ। ଏବଂ ତୁମ୍ଭେ ଜାଣିବ ଯେ, ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କ ଦାଉରୁ ରକ୍ଷା କରିବା।


ଯେ ତୁମ୍ଭମାନଙ୍କୁ ମିଶର ଦେଶରୁ ଆଣିଛନ୍ତି ଓ ତୁମ୍ଭମାନଙ୍କୁ ପବିତ୍ର କରିଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଯେ ତୁମ୍ଭର ପରମେଶ୍ୱର ଓ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିଶର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଆମ୍ଭେ ଅଟୁ।


ତୁମ୍ଭେମାନେ ମୋର ସସସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବା ଉଚିତ୍। ତୁମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ପବିତ୍ର ଲୋକ ହେବା ଉଚିତ୍।


ଲେବୀର ଏକ ବଂଶଧର କୋରହ, କୋରହ ଯି‌ଷ୍‌ହରର ପୁତ୍ର, ତା'ର ପିତା କହାତ ଏବଂ ରୁବେ‌ନ୍‌ର ତିନି ଜଣ ମଧ୍ୟରୁ ଦାଥନ ଓ ଅବୀରାମ, ଇଲିୟାବର ଦୁଇ ପୁତ୍ର ପେଲତର ପୁତ୍ର ଓନ୍।


କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।


Lean sinn:

Sanasan


Sanasan