Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 15:7 - ପବିତ୍ର ବାଇବଲ

7 ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ହିନର ଏକ ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ। ଏହିସବୁ ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ଉପହାର ନିମନ୍ତେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ଏକ ହିନ୍ର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 15:7
8 Iomraidhean Croise  

ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସେମାନେ ସଦାପ୍ରଭୁଙ୍କୁ ହୋମବଳି ଅର୍ପଣ କଲେ। ସେମାନେ 1,000 ବଳଦ, 1,000 ଅଣ୍ଡିରା ମେଷ, 1,000 ମେଷଶାବକ ଓ ପେୟନୈବେଦ୍ୟ ଉତ୍ସର୍ଗ କଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଅନେକ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ।


ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।


“ଆଉ ଏକ ମେଷ ନିମନ୍ତେ ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ଏକ ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ।


“ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର,


“ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ସେମାନେ ମୋର ନୈବେଦ୍ୟ ମୋର ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମୋ’ ନିକଟକୁ ଆଣିବେ।


“ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ।


ସେ ଉତ୍ସର୍ଗ କରିବ, ଏକ ଡାଲା ତାଡ଼ିଶୂନ୍ୟ ରୋଟୀ ଭଲ ମଇଦାରେ, ତେଲ ମିଶାଇ ବନାଇବ ଏବଂ ତାଡ଼ିଶୂନ୍ୟ ସରୁ ପିଠା ତେଲ ତାହା ଉପରେ ଦେଇ ବନା ହେବ। ଓ ତହିଁର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ।


“କିନ୍ତୁ ଦ୍ରାକ୍ଷାଲତା ସେମାନଙ୍କୁ ଉତ୍ତରରେ କହିଲା, ‘କେବଳ ତୁମ୍ଭମାନଙ୍କ ଉପରେ ଶାସନ କରିବାକୁ ମୁଁ ଦ୍ରାକ୍ଷାରସ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?, ଯେଉଁଗୁଡ଼ିକ ଦେବତାଗଣଙ୍କୁ ଓ ଲୋକମାନଙ୍କୁ ଖୁସୀ କରେ?’


Lean sinn:

Sanasan


Sanasan