ଗଣନା ପୁସ୍ତକ 15:8 - ପବିତ୍ର ବାଇବଲ8 “ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର, Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ, Faic an caibideilଓଡିଆ ବାଇବେଲ8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ, Faic an caibideil |