ଗଣନା ପୁସ୍ତକ 15:9 - ପବିତ୍ର ବାଇବଲ9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଆଣିବା ଉଚିତ୍। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ୍ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ। Faic an caibideilଓଡିଆ ବାଇବେଲ9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ। Faic an caibideil |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।