ଗଣନା ପୁସ୍ତକ 16:13 - ପବିତ୍ର ବାଇବଲ13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ। ଏହା କ’ଣ କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହେବାକୁ ଗ୍ଭହୁଁଛ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ। Faic an caibideilଓଡିଆ ବାଇବେଲ13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ। Faic an caibideil |
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”