Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:2 - ପବିତ୍ର ବାଇବଲ

2 ଇସ୍ରାଏଲର ଲୋକମାନଙ୍କର 250 ଜଣ ନେତୃର୍ବଗ ମୋଶାଙ୍କ ବିରୁଦ୍ଧରେ ଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମ; ଓ ସମାଜକୁ ଆହୂତ ମଣ୍ତଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ସାକ୍ଷାତରେ ଉଠିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 16:2
10 Iomraidhean Croise  

ଇଫ୍ରୟିମ ଗୋଷ୍ଠୀରୁ 20,800 ଲୋକ ଥିଲେ। ସେମାନେ ସାହସୀ ସୈନ୍ୟ ଥିଲେ। ସେମାନେ ନିଜର ପରିବାରରେ ଅତି ପ୍ରସିଦ୍ଧ ଥିଲେ।


ସେମାନଙ୍କ ପରିବାରର ନେତାଗଣ ଥିଲେ: ଏଫର, ଯୀଶି, ଇଲୀୟେଲ, ଅସ୍ରୀୟେଲ, ଯିରିମିୟ, ହୋଦବିୟ ଓ ଯହଦୀୟେଲ, ସେହି ଲୋକମାନେ ଅତ୍ୟନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ୟାତ ବ୍ୟକ୍ତିଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗର ମୁଖ୍ୟ ଥିଲେ।


ମୁଁ ତୁମ୍ଭକୁ ଏପରି ସୌନ୍ଦର୍ଯ୍ୟରେ ମୋର ଐଶ୍ୱର୍ଯ୍ୟ ଦ୍ୱାରା ଏହାକୁ ବିମଣ୍ଡିତା କଲି ଯେ, ତୁମ୍ଭର ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଗଲା।’” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।


ସେମାନେ ତାକୁ ଧର୍ଷଣ କଲେ, ସେମାନେ ତା'ର ପୁତ୍ରକନ୍ୟାଗଣକୁ ନେଇଗଲେ। ସେମାନେ ସେମାନଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କଲେ। ଏବଂ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା। କାରଣ ଅଶୂରୀୟ ଲୋକମାନେ ତାକୁ ବେଦନାପୂର୍ଣ୍ଣ ଦଣ୍ଡ ଦେଲେ।


ଏମାନେ ହେଉଛନ୍ତି ସେହି ଲୋକ ସମାଜ ମଧ୍ୟରୁ ବଛା ଯାଇଛନ୍ତି। ସେମାନେ ସେମାନଙ୍କର ପିତାଙ୍କର ପରିବାରବର୍ଗର ନେତା ଆଉ ଇସ୍ରାଏଲର ବିଭାଗର ନେତା ଥିଲେ।


ମୋଶା ଏକ କୁଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିୟମ ଓ ହାରୋଣ ସେହି କୁଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।


ଏହା ପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ସେହି 250 ଧୂପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।


ଆଉ ଇଲୀୟାବର ତିନିପୁତ୍ର ଯଥା: ନମୂୟେଲ, ଦାଥନ୍ ଓ ଅବୀରାମ। କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଯାଇଥିଲେ।


“ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ୟୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ୟୁବରଣ କଲେ। ସେହିମାନଙ୍କ ମଧ୍ୟରୁ ଜଣେ ନ ଥିଲେ, ଯେଉଁମାନେ କୋରହ ଦଳରେ ସଦାପ୍ରଭୁଙ୍କ ବିରୁଦ୍ଧରେ ନେତୃତ୍ୱ ନେଇଥିଲେ। ତାଙ୍କର ପୁତ୍ର ନ ଥିଲା।


Lean sinn:

Sanasan


Sanasan