ଗଣନା ପୁସ୍ତକ 16:21 - ପବିତ୍ର ବାଇବଲ21 “ତୁମ୍ଭେମାନେ ଏହି ମଣ୍ତଳୀଠାରୁ ପୃଥକ୍ ହୁଅ, ଆମ୍ଭେ ଏକନିମିଷରେ ସେମାନଙ୍କୁ ସଂହାର କରିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା। Faic an caibideilଓଡିଆ ବାଇବେଲ21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।” Faic an caibideil |
କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ।