ଗଣନା ପୁସ୍ତକ 16:41 - ପବିତ୍ର ବାଇବଲ41 ତା’ ପରଦିନ ଇସ୍ରାଏଲ ସମସ୍ତ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ ଯେ, “ସେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ୟା କଲେ।” Faic an caibideilପବିତ୍ର ବାଇବଲ (Re-edited) - (BSI)41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ। Faic an caibideilଓଡିଆ ବାଇବେଲ41 ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।” Faic an caibideil |