ଗଣନା ପୁସ୍ତକ 17:3 - ପବିତ୍ର ବାଇବଲ3 ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Faic an caibideilଓଡିଆ ବାଇବେଲ3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Faic an caibideil |
ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’