ଗଣନା ପୁସ୍ତକ 18:1 - ପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ଵ-ପଦଘଟିତ ଅପରାଧ ବହିବ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ। Faic an caibideil |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।