Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:11 - ପବିତ୍ର ବାଇବଲ

11 “ଇସ୍ରାଏଲର ଲୋକମାନଙ୍କ ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ୟାମାନଙ୍କୁ ଅନନ୍ତକାଳୀନ ଅଧିକାରାର୍ଥେ ଦେଲୁ। ତୁମ୍ଭ ପରିବାରର ପ୍ରତ୍ୟେକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରି ପାରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 18:11
10 Iomraidhean Croise  

“ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ୟାଗଣ ଝୁଲାଯାଇଥିବା ବକ୍ଷ ଓ ଚଟୁଆ ନେଇ ଏକ ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟ ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ୟ ଅଂଶ।


ସେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରୁଥିବା ଉପହାରରୁ ଗୋଟିଏ ପିଠା ନେବ। ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ସିଞ୍ଚନ କରେ ପିଠାଟି ତାହାର ହେବ।


ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ।


ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରତ୍ୟେକ ପୁରୁଷ ପବିତ୍ର ସ୍ଥାନରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହେବ।


ଇସ୍ରାଏଲ ଲୋକମାନେ ଯେଉଁସବୁ ଦ୍ରବ୍ୟ ପବିତ୍ର କରି ଉତ୍ତୋଳନୀୟ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ନିୟମ।”


ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ।


“ତୁମ୍ଭେମାନେ ଯେତେବେଳେ ବଳିଦାନ କରିବ, ତୁମ୍ଭେମାନେ ଯାଜକଙ୍କୁ ଏହି ଅଂଶ ଯଥା: ଆଗ-ଚଟୁଆ, ଦୁଇଗାଲ ଓ ପାକସ୍ଥଳୀ ଦେବ।


Lean sinn:

Sanasan


Sanasan