Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:16 - ପବିତ୍ର ବାଇବଲ

16 ଯେତେବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା'ର ନିରୂପିତ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 18:16
9 Iomraidhean Croise  

ଯେଉଁମାନଙ୍କୁ ଗଣନା କରାଯାଏ ସେମାନେ ଅର୍ଦ୍ଧ ଶେକଲ ଦେବା ଉଚିତ୍। କାର୍ଯ୍ୟାଳୟ ମାପ ଅନୁସାରେ ଅର୍ଦ୍ଧ ଶେକଲ, ଏହି ଶେକଲ କୋଡ଼ିଏ ଗେରାହ ଅଟେ। ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପାଇଁ ନୈବେଦ୍ୟ ହେବ।


ଅଣତିରିଶ୍ ତାଳନ୍ତ ଓ 730 ଶେକଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ୱାରା ମପାଯାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।


ପୁଣି ଏକ ଶେକଲ କୋଡ଼ିଏ ଗେରା ହେବ, ଏକ ମିନା କୋଡ଼ିଏ ଶେକଲ, ପଚିଶ୍ ଶେକଲ, ପନ୍ଦର ଶେକଲ ହେବ।


“ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ, କୋଡ଼ିଏ ଗେରାରେ ଏକ ଶେକଲ ହୁଏ।


ସେମାନେ ମନୁଷ୍ୟ ଓ ପଶୁମାନଙ୍କର ପ୍ରଥମଜାତ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ। ସେମାନେ ସମସ୍ତ ତୁମ୍ଭର, ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଓ ଅଶୁଚି ପଶୁକୁ ମୁକ୍ତ କରିବା ଉଚିତ୍।


“ମାତ୍ର ତୁମ୍ଭେ ଗୋରୁ କିମ୍ବା ମେଷ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସେମାନେ ପବିତ୍ର, ତୁମ୍ଭେ ଯଜ୍ଞବେଦି ଉପରେ ସେମାନଙ୍କର ରକ୍ତ ଛିଞ୍ଚିବ ଏବଂ ସେମାନଙ୍କର ମେଦକୁ ଦ‌ଗ୍‌ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ହେବ।


ଇସ୍ରାଏଲରେ ଲେବୀୟମାନଙ୍କଠାରୁ 273 ଅଧିକ ପ୍ରଥମଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚୟ ମୁକୁଳା ଯିବେ।


ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶେକଲ ନେବ। କୋଡ଼ିଏ ଗେରାରେ ଏକ ଶେକଲ।


Lean sinn:

Sanasan


Sanasan