ଗଣନା ପୁସ୍ତକ 18:3 - ପବିତ୍ର ବାଇବଲ3 ସେମାନେ ତୁମ୍ଭକୁ ବିବରଣୀ ଦେବେ ଓ ପବିତ୍ର ତମ୍ବୁର ରକ୍ଷାର ଦାୟିତ୍ୱ ନେବେ। କିନ୍ତୁ ସେମାନେ ପବିତ୍ର ପାତ୍ର ନିକଟକୁ କିମ୍ବା ଯଜ୍ଞବେଦି ନିକଟକୁ ଯିବେ ନାହିଁ। ତେଣୁ ସେମାନେ ମରନ୍ତି ନାହିଁ, ତୁମ୍ଭେ ମଧ୍ୟ ନୁହଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। Faic an caibideilଓଡିଆ ବାଇବେଲ3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। Faic an caibideil |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।