ଗଣନା ପୁସ୍ତକ 18:7 - ପବିତ୍ର ବାଇବଲ7 କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ। Faic an caibideilଓଡିଆ ବାଇବେଲ7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।” Faic an caibideil |
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।