ଗଣନା ପୁସ୍ତକ 19:11 - ପବିତ୍ର ବାଇବଲ11 ଯଦି କେହି କୌଣସି ମନୁଷ୍ୟର ଶବ ଛୁଏଁ, ତେବେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୁଣି ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ। Faic an caibideilଓଡିଆ ବାଇବେଲ11 ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ। Faic an caibideil |
“ଯଦି ହାରୋଣ ବଂଶଧରମାନଙ୍କ ମଧ୍ୟରୁ ଯେକେହି ଚର୍ମ ରୋଗୀ କିମ୍ବା ବୀର୍ଯ୍ୟ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହେବା ଯାଏ ମୋର ପବିତ୍ର ଦ୍ରବ୍ୟ ଭୋଜନ କରିବା ଉଚିତ୍ ନୁହଁ। ଯେକେହି ଶବକୁ ଛୁଏଁ କିମ୍ବା ବୀର୍ଯ୍ୟପାତ ହେଉଥିବା କୌଣସି ମନୁଷ୍ୟକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ୱାରା ସେ ମଧ୍ୟ ଅଶୁଚି ହେବ, କିମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହୋଇଛି,
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।