ଗଣନା ପୁସ୍ତକ 19:2 - ପବିତ୍ର ବାଇବଲ2 “ସଦାପ୍ରଭୁ ଏହି ଆଜ୍ଞା ବିଧି ଦେଇ ଅଛନ୍ତି। ଇସ୍ରାଏଲର ଲୋକମାନଙ୍କୁ କୁହ, ଯାହାଠାରେ ଖୁଣ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ଲାଲ ରଙ୍ଗର ଗାଈ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲସନ୍ତାନଗଣକୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇନାହିଁ , ଏପରି ଏକ ନିଖୁନ୍ତା ଲାଲି ଗାଭୀକି ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ। Faic an caibideilଓଡିଆ ବାଇବେଲ2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ। Faic an caibideil |