Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 19:5 - ପବିତ୍ର ବାଇବଲ

5 ଆଉ ଜଣେ ତାହାର ଦୃଷ୍ଟି ଗୋଚରରେ ସେହି ଗାଈକି ଦ‌ଗ୍‌ଧ କରିବ, ସେ ତାହାର ଗୋମୟ ସହିତ ଚର୍ମ, ମାଂସ ଓ ରକ୍ତ ଦ‌ଗ୍‌ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକି ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 19:5
5 Iomraidhean Croise  

ମୋର ବଳ କ୍ରମେ କ୍ଷୀଣ ହୋଇ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମୋର ଶକ୍ତି ଗ୍ଭଲି ଯାଉଛି। ମୋର ଅସ୍ଥିସବୁ ଭାଙ୍ଗି ଯାଉଛି। ମୋର ସାହସ କ୍ରମେ କ୍ଷୀଣ ହୋଇ ଆସୁଛି।


ଏହା ପରେ ବାଛୁରିର ମାଂସ, ଚର୍ମ ଏବଂ ତା'ର ଗୋବର ନେଇ ଛାଉଣି ବାହାରେ ଦ‌ଗ୍‌ଧ କର। ଏହା ଯାଜକମାନଙ୍କ ପାଇଁ ନୈବେଦ୍ୟ ହେବ।


ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ।


ତା'ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ।


Lean sinn:

Sanasan


Sanasan