Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 2:16 - ପବିତ୍ର ବାଇବଲ

16 “ରୁବେନ୍ ଛାଉଣିର ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 151,450 ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ଵିତୀୟରେ ଅଗ୍ରସର ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 2:16
5 Iomraidhean Croise  

ତା'ପରେ ରୁବେନ୍ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କର ଅଧିନାୟକ ଥିଲେ।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 45,650


“ଇଫ୍ରୟିମ ଛାଉଣିର ଗଣ୍ୟ ସୈନ୍ୟସଂଖ୍ୟା 108,100 ସେମାନେ ତୃତୀୟରେ ଅଗ୍ରସର ହେବେ।


“ଦାନ ଛାଉଣିରେ ମୋଟ ମନୁଷ୍ୟମାନଙ୍କର ସଂଖ୍ୟା 157,600 ସେମାନେ ସେମାନଙ୍କର ଧ୍ୱଜା ଧରି ସମସ୍ତଙ୍କ ପଛରେ ଅଗ୍ରସର ହେବେ।”


“ଯିହୁଦା ଛାଉଣିର ସମୁଦାୟ ସୈନ୍ୟ ସଂଖ୍ୟା 186,400 ସେମାନେ ପ୍ରଥମେ ଅଗ୍ରସର ହେବେ।


Lean sinn:

Sanasan


Sanasan