ଗଣନା ପୁସ୍ତକ 2:17 - ପବିତ୍ର ବାଇବଲ17 “ଏହା ପରେ ଲେବୀୟମାନଙ୍କ ଛାଉଣି ସହିତ ସମାଗମ-ତମ୍ବୁ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ। ସେମାନେ ସେହି ନିୟମରେ ଅଗ୍ରସର ହେବେ, ଯେପରି ଛାଉଣି ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ୱଜା ପାଖରେ ସର୍ବଦା ରହିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ସମାଗମ-ତମ୍ଵୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ଵ ସ୍ଵ ସ୍ଥାନରେ ଧ୍ଵଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ। Faic an caibideilଓଡିଆ ବାଇବେଲ17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ। Faic an caibideil |