ଗଣନା ପୁସ୍ତକ 2:2 - ପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନେ ସମାଗମ-ତମ୍ବୁର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବେ। ପ୍ରତ୍ୟେକ ଦଳରେ ତାଙ୍କ ନିଜ ଦଳର ଧ୍ୱଜା ରହିବ। ଏବଂ ପ୍ରତ୍ୟେକ ବ୍ୟକ୍ତିର ପାଖରେ ତା'ର ଦଳର ଧ୍ୱଜା ପାଖରେ ଛାଉଣି ସ୍ଥାପନ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ଵରୂପ ଧ୍ଵଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ଵୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ। Faic an caibideilଓଡିଆ ବାଇବେଲ2 “ଇସ୍ରାଏଲ ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ। Faic an caibideil |
ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ।