Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 2:22 - ପବିତ୍ର ବାଇବଲ

22 “ବିନ୍ୟାମୀନ ଗୋଷ୍ଠୀ ଇଫ୍ରୟିମ ଗୋଷ୍ଠୀ ଭୟରେ ଛାଉଣି ସ୍ଥାପନ କରିବେ। ପୁଣି ଗିଦିୟୋନିର ପୁତ୍ର ଅବୀନାସ ବିନ୍ୟାମୀନ ଲୋକମାନଙ୍କର ଅଧିପତି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ବିନ୍ୟାମିନ ବଂଶ; ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac

ଓଡିଆ ବାଇବେଲ

22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac




ଗଣନା ପୁସ୍ତକ 2:22
7 Iomraidhean Croise  

ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି। ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି। ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି। ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।


ବିନ୍ୟାମୀନ ପରିବାରବର୍ଗର, ଗିଦିୟୋନିର ପୁତ୍ର ଅବୀଦାନ।


ତତ୍ପରେ ବିନ୍ୟାମୀନ ଗୋଷ୍ଠୀ ଆସିଲେ ଓ ଗିଦିୟୋନିର ପୁତ୍ର ଅବୀଦାନ ସେମାନଙ୍କର ଅଧିନାୟକ ଥିଲେ।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 32,200


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 35,400


Lean sinn:

Sanasan


Sanasan