Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 2:23 - ପବିତ୍ର ବାଇବଲ

23 ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 35,400

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ତାହାର ଗଣିତ ସୈନ୍ୟସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।

Faic an caibideil Dèan lethbhreac




ଗଣନା ପୁସ୍ତକ 2:23
5 Iomraidhean Croise  

ବିନ୍ୟାମୀନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 35,400


“ବିନ୍ୟାମୀନ ଗୋଷ୍ଠୀ ଇଫ୍ରୟିମ ଗୋଷ୍ଠୀ ଭୟରେ ଛାଉଣି ସ୍ଥାପନ କରିବେ। ପୁଣି ଗିଦିୟୋନିର ପୁତ୍ର ଅବୀନାସ ବିନ୍ୟାମୀନ ଲୋକମାନଙ୍କର ଅଧିପତି ହେବ।


“ଇଫ୍ରୟିମ ଛାଉଣିର ଗଣ୍ୟ ସୈନ୍ୟସଂଖ୍ୟା 108,100 ସେମାନେ ତୃତୀୟରେ ଅଗ୍ରସର ହେବେ।


ବିନ୍ୟାମୀନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 45,600 ଥିଲେ।


ସେହି ଦିନ ନଗରମାନଙ୍କରୁ ଆସନ୍ତା ବିନ୍ୟାମୀନ ସନ୍ତାନଗଣର 26,000 ‌‌ଖ‌ଡ଼୍‌ଗଧାରୀ ଲୋକ ଗଣିତ ହେଲେ। ଏହାଛଡ଼ା ଗିବିୟା ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ।


Lean sinn:

Sanasan


Sanasan