Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 2:5 - ପବିତ୍ର ବାଇବଲ

5 “ଯିହୁଦା ଗୋଷ୍ଠୀର ପାଖରେ ଇଷାଖର ଗୋଷ୍ଠୀ ଛାଉଣି ସ୍ଥାପନ କରିବେ। ସୂୟାରର ପୁତ୍ର ନଥନେଲ, ଇଷାଖର ଲୋକମାନଙ୍କର ଅଧିପତି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ ;

Faic an caibideil Dèan lethbhreac

ଓଡିଆ ବାଇବେଲ

5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac




ଗଣନା ପୁସ୍ତକ 2:5
8 Iomraidhean Croise  

ଇଷାଖର ପରିବାରବର୍ଗର, ସୂୟାରର ପୁତ୍ର ନଥନେଲ।


ଆଉ ସୂୟାରର ପୁତ୍ର ନଥନେଲ ଇଷାଖର ଗୋଷ୍ଠୀର ସେନାଧ୍ୟକ୍ଷ ଥିଲେ।


ତାଙ୍କର ସୈନ୍ୟ ସଂଖ୍ୟା 74,600


ସେହି ସୈନ୍ୟ ସଂଖ୍ୟା 54,600 ହେବେ।


Lean sinn:

Sanasan


Sanasan