Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 2:7 - ପବିତ୍ର ବାଇବଲ

7 “ସବୁଲୂନର ଗୋଷ୍ଠୀ ମଧ୍ୟ ଯିହୁଦାର ପାର୍ଶ୍ୱରେ ଛାଉଣି ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀୟାବ ସବୁଲୂନର ଲୋକମାନଙ୍କର ଅଧିପତି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;

Faic an caibideil Dèan lethbhreac




ଗଣନା ପୁସ୍ତକ 2:7
7 Iomraidhean Croise  

ସବୁଲୂନ ପରିବାରବର୍ଗର, ହେଲୋନର ପୁତ୍ର ଇଲୀୟାବ।


ତା'ପରେ ସବୂଲୂନ ସନ୍ତାନଗଣର ବଂଶ ଯାତ୍ରାକଲେ ଓ ହେଲୋ‌ନ୍‌ର ପୁତ୍ର ଇଲୀୟାବ୍ ତାଙ୍କର ଅଧ୍ୟକ୍ଷ ଥିଲେ।


ସେହି ସୈନ୍ୟ ସଂଖ୍ୟା 54,600 ହେବେ।


ତାହାର ସୈନ୍ୟ ସଂଖ୍ୟା 57,400 ହେବ।


Lean sinn:

Sanasan


Sanasan