ଗଣନା ପୁସ୍ତକ 20:11 - ପବିତ୍ର ବାଇବଲ11 ଏହା ପରେ ମୋଶା ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡ଼ିରେ ସେହି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସେମାନଙ୍କର ପଶୁଗଣ ଜଳପାନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି ମଣ୍ତଳୀ ଓ ସେମାନଙ୍କ ପଶୁଗଣ ପାନ କଲେ। Faic an caibideilଓଡିଆ ବାଇବେଲ11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ। Faic an caibideil |