ଗଣନା ପୁସ୍ତକ 20:4 - ପବିତ୍ର ବାଇବଲ4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଗ୍ଭହୁଁଛ ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏଠାରେ ମରିବୁ? Faic an caibideilପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ? Faic an caibideilଓଡିଆ ବାଇବେଲ4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ? Faic an caibideil |
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”