ଗଣନା ପୁସ୍ତକ 20:5 - ପବିତ୍ର ବାଇବଲ5 ତୁମ୍ଭେମାନେ କାହିଁକି ମିଶର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଏହି କଦର୍ଯ୍ୟ ସ୍ଥାନକୁ ଆଣିଲ? ଏଠାରେ ଶସ୍ୟ, ଡିମ୍ବିରି, ଦ୍ରାକ୍ଷା କିମ୍ବା ଡାଳିମ୍ବ କିଛି ନାହିଁ, ପିଇବାକୁ ମଧ୍ୟ ପାଣି ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମିରି କି ଦ୍ରାକ୍ଷା କି ଡାଳିମ୍ଵର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ। Faic an caibideilଓଡିଆ ବାଇବେଲ5 ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।” Faic an caibideil |