Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 20:9 - ପବିତ୍ର ବାଇବଲ

9 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ସମ୍ମୁଖରେ ପଡ଼ିଥିବା ଆଶାବାଡ଼ି ନେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 20:9
3 Iomraidhean Croise  

ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ।


ତେଣୁ ମୋଶା ତାଙ୍କର ପୁତ୍ରକନ୍ୟାମାନଙ୍କୁ ଗଧରେ ବସାଇ ମିଶର ଅଭିମୁଖେ ବାହାରିଲେ। ମୋଶା ତାଙ୍କର ଆଶାବାଡ଼ି ସଙ୍ଗରେ ନେଲେ ଏବଂ ପରମେଶ୍ୱରଙ୍କ ଶକ୍ତି ତାଙ୍କ ସହିତ ଥିଲା।


ତା'ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣଙ୍କ ଆଶାବାଡ଼ିକୁ ନିୟମ ତମ୍ବୁ ସମ୍ମୁଖରେ ରଖ। ଏହା ଆମ୍ଭ ବିରୁଦ୍ଧରେ ବିଦ୍ରୋହୀ ଲୋକମାନଙ୍କ ପ୍ରତି ସତର୍କ ସ୍ୱରୂପ ରଖାଯିବ। ସେମାନେ ମୋ’ ବିରୁଦ୍ଧରେ ଅଭିଯୋଗରୁ ନିବୃତ୍ତ ହେବେ ଓ ମୁଁ ସେମାନଙ୍କୁ ଆଉ ହତ୍ୟା କରିବି ନାହିଁ।”


Lean sinn:

Sanasan


Sanasan