ଗଣନା ପୁସ୍ତକ 21:2 - ପବିତ୍ର ବାଇବଲ2 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କଠାରେ ପ୍ରତିଜ୍ଞା କଲେ: “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କର, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବିନାଶ କରିବୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବର୍ଜନୀୟ ରୂପେ ବିନାଶ କରିବା। Faic an caibideilଓଡିଆ ବାଇବେଲ2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।” Faic an caibideil |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”