ଗଣନା ପୁସ୍ତକ 21:9 - ପବିତ୍ର ବାଇବଲ9 ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ୟକ୍ତି ସେହି ଖମ୍ବସ୍ଥିତ ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା। Faic an caibideilଓଡିଆ ବାଇବେଲ9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା। Faic an caibideil |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।