Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:16 - ପବିତ୍ର ବାଇବଲ

16 ସଦାପ୍ରଭୁ ବିଲିୟମ ସହିତ ସାକ୍ଷାତ କଲେ ଓ ତାହାର ମୁଖରେ ବାକ୍ୟ ଦେଲେ, “ତୁମ୍ଭେ ବାଲାକ୍ ନିକଟକୁ ଯାଅ ଏବଂ ତାକୁ ଏହା କୁହ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ସଦାପ୍ରଭୁ ବିଲୀୟମ ସହିତ ସାକ୍ଷାତ କଲେ, ପୁଣି ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”

Faic an caibideil Dèan lethbhreac




ଗଣନା ପୁସ୍ତକ 23:16
7 Iomraidhean Croise  

ସେହି ରାତ୍ରିରେ ପରମେଶ୍ୱର ବିଲିୟମ ନିକଟକୁ ଆସିଲେ ଏବଂ କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ସେମାନଙ୍କ ସଙ୍ଗରେ ଯିବାକୁ ଅନୁରୋଧ କରୁଛନ୍ତି, ତୁମ୍ଭେ ଯାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହା ହିଁ କରିବା ଉଚିତ୍।”


ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିୟମକୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କେବଳ ତାହା ତୁମ୍ଭେ କହିବ।” ତହୁଁ ବିଲିୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।


ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ତୁମ୍ଭର ହୋମବଳି ନିକଟରେ ଛିଡ଼ାହୁଅ। ମୁଁ ସେହି ସ୍ଥାନରେ ପରମେଶ୍ୱରଙ୍କୁ ସାକ୍ଷାତ କରିବି।”


ତହୁଁ ସେ ବାଲାକ୍ ନିକଟକୁ ଫେରି ଆସିଲେ ଏବଂ ତାକୁ ନିଜର ଯଜ୍ଞବେଦି ନିକଟରେ ଛିଡ଼ା ହୋଇଥିବାର ଦେଖିଲେ। ମୋୟାବର କୁଳୀନମାନେ ମଧ୍ୟ ତାଙ୍କ ସହିତ ଥିଲେ। ବାଲାକ୍ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କ’ଣ କହିଲେ?”


ସେତେବେଳେ ସଦାପ୍ରଭୁ ବିଲିୟମର ମୁଖରେ ଏକ ବାକ୍ୟ ଦେଇ ତାକୁ କହିଲେ, “ତୁମ୍ଭେ ବାଲାକ୍ ନିକଟକୁ ଫେରିଯାଅ, ତାକୁ ଏହିରୂପେ କୁହ।”


ବିଲିୟମ ହୃ‌ଦ୍‌ବୋଧ କଲେ ଯେ, ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବାକୁ ଗ୍ଭହିଁଲେ। ତେଣୁ ସେ ପୂର୍ବପରି କୌଣସି ନୈବେଦ୍ୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁଚ୍ଛାଟାରେ ମରୁଭୂମି ଆଡ଼େ ନିଜ ମୁଖ ରଖିଲା।


ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟ‌ଦ୍‌ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।


Lean sinn:

Sanasan


Sanasan