ଗଣନା ପୁସ୍ତକ 23:6 - ପବିତ୍ର ବାଇବଲ6 ତେଣୁ ବିଲିୟମ ବାଲାକ୍ ନିକଟକୁ ଫେରି ଯାଇ ଦେଖିଲେ, ବାଲାକ୍ ତଥାପି ଯଜ୍ଞବେଦି ନିକଟରେ ଛିଡ଼ା ହୋଇଛନ୍ତି ଓ ମୋୟାବର ଅଧିପତିଗଣ ତାଙ୍କ ସହିତ ଛିଡ଼ା ହୋଇ ଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେ ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)। Faic an caibideilଓଡିଆ ବାଇବେଲ6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)। Faic an caibideil |