Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 24:11 - ପବିତ୍ର ବାଇବଲ

11 ଏଣୁ ତୁମ୍ଭେ ଆପଣା ସ୍ଥାନକୁ ଯାଅ। ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଗ୍ଭର ଥିଲା। ମାତ୍ର ସଦାପ୍ରଭୁ ତୁମ୍ଭକୁ ସମ୍ମାନ ପାଇବାରୁ ବଞ୍ଚିତ କଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”

Faic an caibideil Dèan lethbhreac




ଗଣନା ପୁସ୍ତକ 24:11
10 Iomraidhean Croise  

ତୁମ୍ଭେ ଯଦି ମୋତେ ସାହାଯ୍ୟ କର, ମୁଁ ତୁମ୍ଭକୁ ବହୁତ ଭଲ ଭାବରେ ପୁରସ୍କାର ଦେବି। ତୁମ୍ଭେ ମୋତେ ଯାହା କହିବ ତାହା ମୁଁ କରିବି, ଏଣୁ ପ୍ରାର୍ଥନା କରି ମୁଁ ବିନୟ କରୁଅଛି, ମୋ’ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।”


ବାଲାକ୍ ବିଲିୟମକୁ କହିଲେ, “ମୁଁ ତୁମ୍ଭକୁ ମୋର କୁଳିନମାନଙ୍କ ମାଧ୍ୟମରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ’ଣ ତୁମ୍ଭକୁ ପୁରସ୍କାର ଦେବାକୁ ସମର୍ଥ ନୁହେଁ କି?”


ବାଲାକ୍ ବିଲିୟମକୁ ରାଗିଗଲା। ବାଲାକ୍ ବିଲିୟମକୁ କହିଲା, “ମୁଁ ମୋର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ନିମନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସେମାନଙ୍କୁ ତିନିଥର ଆଶୀର୍ବାଦ କଲ।


ତହୁଁ ବିଲିୟମ ବାଲା‌କ୍‌କୁ କହିଲା, “ତୁମ୍ଭେ ମୋ’ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସେମାନଙ୍କୁ ଏହା କହିଥିଲି।


ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ।


ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି।


ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।


Lean sinn:

Sanasan


Sanasan