ଗଣନା ପୁସ୍ତକ 27:11 - ପବିତ୍ର ବାଇବଲ
11 ଆଉ ଯେବେ ତା'ର ପିତାର ଭାଇମାନେ ନ ଥା’ନ୍ତି, ତେବେ ତାହାର ପରିବାର ମଧ୍ୟରୁ ଏବଂ ନିକଟ ସମ୍ପର୍କୀୟ ଜ୍ଞାତିକୁ ତାହାର ଅଧିକାର ଦେବ। ଏହା ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବିଗ୍ଭରବିଧି ହେବ। ଆଉ ସଦାପ୍ରଭୁ ମୋଶାଙ୍କୁ ଏହି ଆଜ୍ଞା ଦେଲେ।’”
Faic an caibideil Dèan lethbhreac
11 ଆଉ ଯେବେ ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକି ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣର ବିଚାର-ବିଧି ହେବ।
Faic an caibideil Dèan lethbhreac
11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।”
Faic an caibideil Dèan lethbhreac
11 ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
Faic an caibideil Dèan lethbhreac