ଗଣନା ପୁସ୍ତକ 27:16 - ପବିତ୍ର ବାଇବଲ16 “ସଦାପ୍ରଭୁ ପ୍ରତ୍ୟେକ ପ୍ରାଣୀ ସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନୟ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିଯୁକ୍ତ କରନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ଵର ମଣ୍ତଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ, Faic an caibideilଓଡିଆ ବାଇବେଲ16 “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ, Faic an caibideil |