Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 27:2 - ପବିତ୍ର ବାଇବଲ

2 ଏହି ପାଞ୍ଚ ଜଣ ମୋଶା, ଇଲିୟାସର ଯାଜକ, ଅଧିପତି ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Faic an caibideil Dèan lethbhreac




ଗଣନା ପୁସ୍ତକ 27:2
10 Iomraidhean Croise  

ବୁ‌କ୍‌କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହ‌ସ୍‌ର ପୁତ୍ର ଥିଲା। ପୀନହ‌ସ୍‌ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।


ଯୋଷେଫଙ୍କ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର, ମାଖୀରର ପ୍ରପୌତ୍ର ଗିଲିୟଦ, ଗିଲିୟଦର ପୌତ୍ର ହେଫର ଓ ହେଫରର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚୋଟି କନ୍ୟା ଥିଲେ। ସେମାନେ ହେଲେ ମହଲା, ନୋୟା, ହ‌‌ଗ୍‌‌ଲା, ମି‌ଲ୍‌କା ଓ ତର୍ସା।


ପୁଣି ସେ ଇଲିୟାସର ଯାଜକ ସମ୍ମୁଖରେ ଠିଆ ହେବ, ଇଲିୟାସର ତାହା ପାଇଁ ଊରୀମର ବିଗ୍ଭର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେ ପଗ୍ଭରିବ; ତେବେ ସମୁଦାୟ ମଣ୍ତଳୀ ‘ବାହାରକୁ ଯିବେ’ ଓ ତାଙ୍କର ‘ଆଜ୍ଞା ଅନୁସାରେ ଆସିବେ।’”


“ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ୟୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ୟୁବରଣ କଲେ। ସେହିମାନଙ୍କ ମଧ୍ୟରୁ ଜଣେ ନ ଥିଲେ, ଯେଉଁମାନେ କୋରହ ଦଳରେ ସଦାପ୍ରଭୁଙ୍କ ବିରୁଦ୍ଧରେ ନେତୃତ୍ୱ ନେଇଥିଲେ। ତାଙ୍କର ପୁତ୍ର ନ ଥିଲା।


ତା'ପରେ ଗିଲିୟଦ ପରିବାରବର୍ଗର ଅଧିପତିମାନେ ଆସିଲେ। ମାଖୀରର ପୁତ୍ର ଗିଲିୟଦ, ମନଃଶିର ପୁତ୍ର ମାଖୀର ଓ ମନଃଶି ଯୋଷେଫଙ୍କର ପୁତ୍ର ଥିଲେ, ମୋଶାଙ୍କ ଓ ଇସ୍ରାଏଲ ଲୋକମାନଙ୍କର ଅଧିପତିମାନେ ସେମାନଙ୍କ ସମ୍ମୁଖରେ ପ୍ରାସ୍ତାବ କଲେ।


ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାରପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


Lean sinn:

Sanasan


Sanasan