ଗଣନା ପୁସ୍ତକ 27:7 - ପବିତ୍ର ବାଇବଲ7 “ସଲଫାଦର କନ୍ୟାଗଣ ଯଥାର୍ଥ ଅଛନ୍ତି। ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ। ତେଣୁ ସେମାନଙ୍କୁ ତାହା ଦିଅ, ଯାହା ସେମାନଙ୍କର ପିତା ପାଇଥା’ନ୍ତେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ। Faic an caibideilଓଡିଆ ବାଇବେଲ7 “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ। Faic an caibideil |