Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 29:10 - ପବିତ୍ର ବାଇବଲ

10 ଓ ସାତ ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;

Faic an caibideil Dèan lethbhreac




ଗଣନା ପୁସ୍ତକ 29:10
3 Iomraidhean Croise  

ପୁଣି ପ୍ରତ୍ୟେକ ଷଣ୍ଢ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;


ପୁଣି ପାପାର୍ଥକ ବଳିରୂପେ ଏକ ଛାଗ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ପ୍ରାୟଶ୍ଚିତାର୍ଥକ ନୈବେଦ୍ୟ, ନିତ୍ୟ ହୋମବଳି ଓ ସେମାନଙ୍କର ନୈବେଦ୍ୟ ଓ ପେୟନୈବେଦ୍ୟ ଛଡ଼ା ଏହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।


ପୁଣି ତହିଁରେ ଶସ୍ୟ ନୈବେଦ୍ୟରୂପେ ଏକ ଷଣ୍ଢ ନିମନ୍ତେ ଦେଢ଼ ହିନ ଓ ଏକ ଅଣ୍ତିରା ମେଷ ନିମନ୍ତେ ଏକ ହିନ ତୈଳମିଶ୍ରିତ ସରୁ ମଇଦା ନେବ।


Lean sinn:

Sanasan


Sanasan