Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 29:3 - ପବିତ୍ର ବାଇବଲ

3 ଗୋଟିଏ ଷଣ୍ଢ ନିମନ୍ତେ ଦେଢ଼ ହିନ ଓ ଅଣ୍ତିରା ମେଷ ନିମନ୍ତେ ଏକ ହିନ ତୈଳମିଶ୍ରିତ ସରୁ ମଇଦା ଆଉ ଶସ୍ୟ ନୈବେଦ୍ୟରୂପେ ଉତ୍ସର୍ଗ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Faic an caibideil Dèan lethbhreac




ଗଣନା ପୁସ୍ତକ 29:3
4 Iomraidhean Croise  

“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେବ।


ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କ ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ଓ ସାତୋଟି ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁମଇଦା ଉତ୍ସର୍ଗ କରିବ।


Lean sinn:

Sanasan


Sanasan