Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 29:5 - ପବିତ୍ର ବାଇବଲ

5 ପୁଣି ତୁମ୍ଭର ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 29:5
6 Iomraidhean Croise  

ତା'ର ଭାଇମାନେ ଏକ ଛେଳି ମାରି ତା'ର ରକ୍ତରେ ଯୋଷେଫଙ୍କର ବସ୍ତ୍ରକୁ ବୁଡ଼ାଇ ଦେଲେ।


ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।


ତୁମ୍ଭ ପାଇଁ ପ୍ରାୟଶ୍ଚିତ କରିବାକୁ ପାପାର୍ଥକ ନୈବେଦ୍ୟ ରୂପେ ଏକ ଛାଗ ଉତ୍ସର୍ଗ କରିବା ଉଚିତ୍।


ଆଉ ତୁମ୍ଭମାନଙ୍କ ପ୍ରାୟଶ୍ଚିତ କରଣାର୍ଥେ ଏକ ଛାଗ ଉତ୍ସର୍ଗ କରିବ;


ଓ ସାତୋଟି ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁମଇଦା ଉତ୍ସର୍ଗ କରିବ।


ଅମାବାସ୍ୟାରେ ନିତ୍ୟ ହୋମବଳି ସହିତ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହେବ।


Lean sinn:

Sanasan


Sanasan