ଗଣନା ପୁସ୍ତକ 3:10 - ପବିତ୍ର ବାଇବଲ10 “ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିଯୁକ୍ତ କରିବ। ସେମାନେ ଯାଜକରୂପେ ସେବାକାର୍ଯ୍ୟ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆସେ, ତାକୁ ଆଇନ ସଙ୍ଗତ କାର୍ଯ୍ୟ କରିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ଵ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ତ ହେବ। Faic an caibideilଓଡିଆ ବାଇବେଲ10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।” Faic an caibideil |
ଏହି ବ୍ୟକ୍ତିମାନେ ପବିତ୍ର ତମ୍ବୁ ମଧ୍ୟରେ ସଙ୍ଗୀତ ଗାନ କରି ସେବାକାର୍ଯ୍ୟ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ-ତମ୍ବୁ ବୋଲି ମଧ୍ୟ କୁହା ଯାଉଥିଲା। ଶଲୋମନ ଯିରୁଶାଲମରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ଯ୍ୟନ୍ତ ଏହି ବ୍ୟକ୍ତିମାନେ ସେବାକାର୍ଯ୍ୟ କଲେ। ସେମାନଙ୍କ କାର୍ଯ୍ୟ ନିମନ୍ତେ ସେମାନଙ୍କୁ ଦିଆଯାଇଥିବା ନିୟମାବଳୀକୁ ସୂଗ୍ଭରୁରୂପେ ପାଳନ କରି ସେମାନେ ସେବାକାର୍ଯ୍ୟ କଲେ।