ଗଣନା ପୁସ୍ତକ 3:26 - ପବିତ୍ର ବାଇବଲ26 ସେମାନେ ପବିତ୍ର ତମ୍ବୁର ପ୍ରାଙ୍ଗଣରେ ଓ ବେଦିରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)26 ଓ ପ୍ରାଙ୍ଗଣର ପରଦାସକଳ ଓ ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ। Faic an caibideilଓଡିଆ ବାଇବେଲ26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ। Faic an caibideil |