ଗଣନା ପୁସ୍ତକ 3:32 - ପବିତ୍ର ବାଇବଲ32 ଯାଜକ ହାରୋଣର ପୁତ୍ର ଇଲିୟାସର ସମସ୍ତଙ୍କ ମଧ୍ୟରେ ପ୍ରଧାନ ଲେବୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷୟର କାର୍ଯ୍ୟ କରନ୍ତି ସେମାନଙ୍କର ତତ୍ତ୍ୱାବଧାନ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)32 ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ। Faic an caibideilଓଡିଆ ବାଇବେଲ32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। Faic an caibideil |
ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।