ଗଣନା ପୁସ୍ତକ 3:6 - ପବିତ୍ର ବାଇବଲ6 “ତୁମ୍ଭେ ଲେବୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Faic an caibideilଓଡିଆ ବାଇବେଲ6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। Faic an caibideil |
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।